ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ବରିଷ୍ଠ କିରାଣୀ ଭେଙ୍କଟଗିରି ରାଓ l

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ବରିଷ୍ଠ କିରାଣୀ ଭେଙ୍କଟଗିରି ରାଓ l

67
ADVERTISEMENT

କଳାହାଣ୍ଡି,୧୪/୧୧(ଡ଼ି.ଏଚ ବ୍ୟୁରୋ):-କଳାହାଣ୍ଡି ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ବରିଷ୍ଠ କିରାଣୀ ଭେଙ୍କଟଗିରି ରାଓ l ସେ ଜଣେ ଅବସରପ୍ରାପ୍ତ କର୍ମଚାରୀ ଙ୍କ ଠାରୁ ପେନ୍ସନ୍ ଏବଂ ଗ୍ରାଚୁଇଟି କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଵଂ ଭିଜିଲାନ୍ସ ଦଳ ତାଙ୍କ ଅଫିସ ଏବଂ ସରକାରୀ ଘରେ ଚଢାଉ ଜାରି ରଖିଛନ୍ତି।

Advertisement