ଭୁବନେଶ୍ୱର,୧୫/୧୧(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ନୂଆପଡାର ନବ ନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ । ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ସଭାପତି ମନମୋହନ ସାମଲ ଓ ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତାମାନେ ତାଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇ ଥିଲେ ।



















