ଢେଙ୍କାନାଳ,୧୭/୧୧(ଡ଼ି.ଏଚ ବ୍ୟୁରୋ):-ଆଜି ୧୨ଘଣ୍ଟିଆ ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଢେଙ୍କାନାଳ ବନ୍ଦ । ଟିପିସିଓଡିଏଲର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ଏହାର ପ୍ରଭାବରେ ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

















