ପୁଣି ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରୀ ହେଲେ ଗର୍ଭବତୀ ।

42
ADVERTISEMENT

ମାଲକାନଗିରି,୨୧/୧୧(ଡ଼ି.ଏଚ ବ୍ୟୁରୋ):-ପୁଣି ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରୀ ହେଲେ ଗର୍ଭବତୀ । ମାଲକାନଗିରି ଜିଲ୍ଲା ଗୋବିନ୍ଦପଲ୍ଲୀ SSD ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷର ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ସୂଚନା ମିଳିଛି । ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ସହ ମାଥିଲି ଥାନାରେ ଅଭିଯୋଗ କରିଛନ୍ତି ।

Advertisement