କଟକ,୨୫/୧୧(ଡ଼ି.ଏଚ ବ୍ୟୁରୋ):-କଟକ ଜିଲ୍ଲା ଟାଙ୍ଗୀ ଥାନା ରଜକଣା ଛକରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଡିଭାଇଡରକୁ ପିଟିହୋଇ ଟ୍ୟାଙ୍କରକୁ ଧକ୍କା ଦେଲା ବୋଲେରୋ । ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ଉକ୍ତ ବୋଲେରୋ ଗାଡ଼ିରେ ପାଞ୍ଚ ଜଣ ଯାଜପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା ।



















