ଓଡ଼ିଶା ଗସ୍ତରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ।

64
ADVERTISEMENT

ଭୁବନେଶ୍ୱର,୨୬/୧୧(ଡ଼ି.ଏଚ ବ୍ୟୁରୋ):-ଓଡ଼ିଶା ଗସ୍ତରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ଭୁବନେଶ୍ଵରର ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମେଳା ସାଇଟେଡ୍ର ନବମ ସଂସ୍କରଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମହାକାଶ ଯାତ୍ରା ସହ ମହାକାଶ ବିଜ୍ଞାନ ସଂପର୍କରେ ଅନୁଭୂତି ବାଣ୍ଟିଛନ୍ତି ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ।

Advertisement