ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l

ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l

68
ADVERTISEMENT

ବ୍ରହ୍ମପୁର,୧୯/୧୨(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ବନାଞ୍ଚଳରେ ହାତୀପଲର ଦୌରାତ୍ମ୍ୟ l ସ୍ଥାନୀୟ କାଳିଆମ୍ବା ସେକ୍ସନ୍ ପୁରୁଣାପାଣି ବଞ୍ଜରମାଳରେ ଏକ ଦନ୍ତାହାତୀ ଗାଈଗୋଠରେ ପଶି ଆକ୍ରମଣ କରିବାରୁ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ବେଳେ ୩ଟି ଗାଈ ଆହତ ହୋଇଛ। ଫଳରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Advertisement