ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ।

43
ADVERTISEMENT

ଭୁବନେଶ୍ୱର,୨୧/୧୨(ଡ଼ି.ଏଚ ବ୍ୟୁରୋ):-ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ। ଗାଡ଼ିରେ ତେଳ ପକାଇବା ପୂର୍ବରୁ ଦେଖାଇବାକୁ ପଡ଼ିବ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି)। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା ଏ ସମ୍ପର୍କରେ ତୈଳ କମ୍ପାନୀଗୁଡ଼ିକୁ ଚିଠି ଲେଖି ଅବଗତ କରାଇଛି।

Advertisement