ଭୁବନେଶ୍ୱର,୨୧/୧୨(ଡ଼ି.ଏଚ ବ୍ୟୁରୋ):-ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଚାକିରି ଦେବା ନାଁରେ ନାବାଳିକାଙ୍କୁ ଗଣଦୁଷ୍କର୍ମ । ଚାକିରି ଦେବାକୁ ଡାକି ଜଣେ ୧୭ ବର୍ଷର ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ପୁଲିସ୍ ଘଟଣାର ତଦନ୍ତ କରି ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଅକ୍ଷୟ ଦାସ, ସାହିଲ୍ ଖାନ୍ ।

















