୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍,ଜଣକର ମୃତ୍ୟୁ ।

41
ADVERTISEMENT

ବ୍ରହ୍ମପୁର,୨୨/୧୨(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ବାରିଁଆ ପଥର ଘାଟିରେ ୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍ ।ଏଥିରେ ଜଣକର ମୃତ୍ୟୁ ଘଟିଥିବାବେଳେ ୧୪ ରୁ ଅଧିକ ଆହତ ହୋଇ ପ୍ରଥମେ ପାତ୍ରପୁର ଓ ପରେ ବ୍ରହ୍ମପୁର ଏମକେସିଜିରେ ଚିକିତ୍ସିତ ହେଉଛନ୍ତି। ବସଟି ଏକ ଘରୋଇ ଶିକ୍ଷାନୁଷ୍ଠାନର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଷ୍ଟାଫଙ୍କୁ ନେଇ ପିକନିକ୍ ଯାଉଥିଲା ।

Advertisement