ADVERTISEMENT
Home ଆଞ୍ଚଳିକ ଦାଦାବଟି ଆଦାୟ କରିବା ଅଭିଯୋଗରେ ଦୁଇଜଣ ଅପରାଧୀ ଗିରଫ l

ଦାଦାବଟି ଆଦାୟ କରିବା ଅଭିଯୋଗରେ ଦୁଇଜଣ ଅପରାଧୀ ଗିରଫ l

58
ADVERTISEMENT

ବ୍ରହ୍ମପୁର,୨୨/୧୨(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ଅଂଚଳରେ ବନ୍ଧୁକ ଦେଖାଇ ୭୦ ହଜାର ଟଙ୍କା ଦାଦାବଟି ଆଦାୟ କରିବା ଅଭିଯୋଗରେ ବ୍ରହ୍ମପୁର ଟାଉନ ଥାନା ପୁଲିସ ଦୁଇଜଣ ଅପରାଧୀଙ୍କୁ ଗିରଫ କରି ସେମାନଙ୍କ ଠାରୁ ବନ୍ଧୁକ, ଖଣ୍ଡା, ମୋବାଇଲ ଫୋନ ଏବଂ ଗୋଟିଏ ଟିଭିଏସ୍ ଗାଡ଼ି ଜବତ କରିଛି । ଦୁଇ ଅଭିଯୁକ୍ତ ହେଲେ ଶୁଭମ ମାଝି ଓ ଆଲୋକ ମଲିକ୍।

Advertisement