ବଣ ଭିତରୁ ଜଣେ ନାବାଳିକାର ମୃତଦେହ ଉଦ୍ଧାର ।

36
ADVERTISEMENT

ଚାନ୍ଦବାଲି,୨୪/୧୨(ଡ଼ି.ଏଚ ବ୍ୟୁରୋ):-ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ସମବାୟ ସମିତି କାର୍ଯ୍ୟାଳୟ ପଛ ପଟ ବଣ ଭିତରୁ ଜଣେ ନାବାଳିକା(୧୧)ର ମୃତଦେହ ଉଦ୍ଧାର ହୋଇଛି। ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରିଥିବାବେଳେ ପୁଲିସ୍ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି । ସ୍ଥାନୀୟ ଗ୍ରାମବାସୀ ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।

Advertisement