Saturday, September 26, 2026
ADVERTISEMENT
Home ଜାତୀୟ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ।

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ।

58
ADVERTISEMENT

ନୂଆଦିଲ୍ଲୀ,୨୫।୧୨(ଡ଼ି.ଏଚ ବ୍ୟୁରୋ):-ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ। ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୟ ଘାଟରେ ନିର୍ମିତ ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।ଏବଂ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସମେତ ଅନେକ ନେତା ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Advertisement