ମାଲକାନଗିରି,୨୬।୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଜୟନଗର ସ୍ଥିତ ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ଥିବାବେଳେ ତାଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିଲା । ଏବଂ ତାଙ୍କ ନିକଟ ରୁ ନଗଦ ଟଙ୍କା ସହ ସୁନା ଗହଣା ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି ।

















