ଆଭାସି ମାଧ୍ୟମରେ ଲୋକାର୍ପିତ କରିଛନ୍ତି ରାଷ୍ଟ୍ରପତି।

5
ADVERTISEMENT

ନୂଆଦିଲ୍ଲୀ,୦୨/୧(ଡ଼ି.ଏଚ ବ୍ୟୁରୋ):-ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ କୌଶଳ ବିକାଶ କେନ୍ଦ୍ରର ଆଭାସି ମାଧ୍ୟମରେ ଲୋକାର୍ପିତ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ସଭାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୌଶଳ ବିକାଶ ଓ ଉଦ୍ୟମିତା ଏବଂ ଶିକ୍ଷା ବିଭାଗର ରାଷ୍ଟ୍ରମନ୍ତ୍ରୀ (ସ୍ବତନ୍ତ୍ର ଦାୟିତ୍ବ) ଜୟନ୍ତ ଚୌଧୁରୀ ଏବଂ ଇଗ୍ନୋର କୁଳପତି ପ୍ରଫେସର ଉମା କଞ୍ଜିଲାଲ ପ୍ରମୁଖ ମଞ୍ଚାସୀନ ଥିଲେ।

Advertisement