ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ହରେକୃଷ୍ଣ ସିଂ ଏବଂ ଜୁନିୟର ଇଞ୍ଜିନିୟର ସୁବ୍ରତ ମହାନ୍ତି l

17
ADVERTISEMENT

ମୟୂରଭଞ୍ଜ,୦୪/୧(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଉଦଳା ସବଡିଭିଜନ ଉଠା ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ହରେକୃଷ୍ଣ ସିଂ ଏବଂ ଜୁନିୟର ଇଞ୍ଜିନିୟର ସୁବ୍ରତ ମହାନ୍ତି l ଉଭୟ ଜଣେ ଠିକାଦାରଙ୍କଠାରୁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ଏଇଇ ୩୨ ହଜାର ଟଙ୍କା ନେଇଥିବାବେଳେ ଜେଇ ୨୮ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ।

Advertisement