ଭୁବନେଶ୍ୱର,୦୪/୧(ଡ଼ି.ଏଚ ବ୍ୟୁରୋ):-ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଲୋକଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି । ଏବଂ କହିଛନ୍ତି ସେ ଓଡ଼ିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି।

















