ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁର ରେଳଷ୍ଟେସନ ନିକଟରୁ ୧୫୬ ଗ୍ରାମ ବ୍ରାଉନସୁଗାର ଜବତ ସହ ଦୁଇଜଣ ଗିରଫ ।

ବ୍ରହ୍ମପୁର ରେଳଷ୍ଟେସନ ନିକଟରୁ ୧୫୬ ଗ୍ରାମ ବ୍ରାଉନସୁଗାର ଜବତ ସହ ଦୁଇଜଣ ଗିରଫ ।

37
ADVERTISEMENT

ବ୍ରହ୍ମପୁର,୦୭/୧(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ବ୍ରହ୍ମପୁର ରେଳ ଷ୍ଟେସନ ନିକଟରୁ ୧୫୬ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ଦୁଇ ଜଣ କବିସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣା ପଡିଥିବାବେଳେ ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଅନୁମାନ ହୋଇଛିl ଏବଂ ଉକ୍ତ ବ୍ରାଉନ ସୁଗାର ଭଦ୍ରକରୁ ଆସିଥିବା ତଦନ୍ତରୁ ଜଣାପଡ଼ିଛି।

Advertisement