ଭୁବନେଶ୍ୱର,୧୪/୦୧(ଡ଼ି.ଏଚ ବ୍ୟୁରୋ):-ଏଣିକି ଓଡ଼ିଆରେ ହେବ ସରକାରୀ କାମ । ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟମାନଙ୍କରେ ତଥା ବ୍ଳକ, ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରାଯିବ । ଏନେଇ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ ।

















