ସ୍ପେନରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା,୨୧ଜଣଙ୍କ ମୃତ୍ୟୁ ।

24
ADVERTISEMENT

ନୂଆଦିଲ୍ଲୀ,୧୯/୦୧(ଡ଼ି.ଏଚ ବ୍ୟୁରୋ):-ସ୍ପେନରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । ଦ୍ରୁତ ଗତିରେ ଯାଉଥିବା ଦୁଇଟି ଟ୍ରେନ୍ ଧକ୍କା ହେବା ଫଳରେ ସେଥିରୁ ଗୋଟିଏ ଟ୍ରେନ୍ ଲାଇନଚ୍ୟୁତ ହୋଇ ଓଲଟି ପଡ଼ିଥିଲା। ଏଥିରେ ୨୧ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୫ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ୨୫ ରୁ ଅଧିକଙ୍କ ଅବସ୍ଥା ଗୁରୁତର ଥିବାବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି ।ଏବଂଦୁର୍ଘଟଣା ସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି।

Advertisement