Thursday, August 27, 2026
ADVERTISEMENT
Home ଆଞ୍ଚଳିକ ବୌଦ୍ଧ ଜିଲ୍ଲା ତେଲିବନ୍ଧ ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ।

ବୌଦ୍ଧ ଜିଲ୍ଲା ତେଲିବନ୍ଧ ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ।

42
ADVERTISEMENT

ବୌଦ୍ଧ,୨୦/୦୧(ଡ଼ି.ଏଚ ବ୍ୟୁରୋ):-ବୌଦ୍ଧ ଜିଲ୍ଲା ତେଲିବନ୍ଧ ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କର ମୃତ୍ୟୁ । ଦୁର୍ଘଟଣା ଘଟାଇବା ପରେ ଅଜଣା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ଖବର ପାଇ ବୌଦ୍ଧ ପୁଲିସର ଘଟଣାସ୍ଥଳରେ ତଦନ୍ତ ଆରମ୍ଭ ।ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ କାର୍କୁ ପଛପଟୁ କୌଣସି ଏକ ଅଜଣା ଗାଡ଼ି ଜୋରରେ ଧକ୍କା ଦେବା ସହ କିଛି ବାଟ ଘୋଷାଡି ନେଇଥିଲା।

Advertisement