ଭୁବନେଶ୍ୱର,୨୨/୦୧(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ଫ୍ରେବୃଆରୀ ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିବେ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବରରେ ପହଞ୍ଚି ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ , ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ l ଏବଂ ଶେଷରେ ମୟୂରଭଞ୍ଜ ଜିଲ୍ଲାର ଏକାଧିକ କାର୍ୟ୍ୟକ୍ରମରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

















