ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ ।

20
ADVERTISEMENT

ନୂଆଦିଲ୍ଲୀ,୨୬/୦୧(ଡ଼ି.ଏଚ ବ୍ୟୁରୋ):-ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଏହି ସାଧାରଣତନ୍ତ୍ର ଦିବସରେ ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିରେ ୟୁରୋପୀୟ କମିଶନର ସଭାପତି ଉର୍ସୁଲା ଭନ୍ ଡେର୍ ଲେୟେନ୍ ଏବଂ ୟୁରୋପୀୟ ପରିଷଦର ସଭାପତି ଆଣ୍ଟୋନିଓ କୋଷ୍ଟାଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରିତ କରାଯାଇଥିବାବେଳେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Advertisement