ନୂଆଦିଲ୍ଲୀ,୨୯/୧(ଡ଼ି.ଏଚ ବ୍ୟୁରୋ):-ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ନେଇ ମୃତ୍ୟୁ ଘଟଣାରେ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏବଂ ସର୍ବୋଚ୍ଚ ଅଦାଲତଙ୍କ ତତ୍ତ୍ୱାବଧାନରେ ଉକ୍ତ ଘଟଣାର ତଦନ୍ତ ପାଇଁ ଆହ୍ୱାନ ଦେଇଛନ୍ତି ।



















