ମାଲକାନଗିରି ସିମାନ୍ତ ଛତିଶଗଡ ବିଜାପୁର ଜିଲ୍ଲାରେ ଏନକାଣ୍ଟର,ଦୁଇ ମାଓବାଦୀ ନିହତ ।

16
ADVERTISEMENT

ମାଲକାନଗିରି ,୩୦/୦୧(ଡ଼ି.ଏଚ ବ୍ୟୁରୋ):-ମାଲକାନଗିରି ସିମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣା ସ୍ଥଳରୁ ଗୋଟିଏ ଏକେ-୪୭ ବନ୍ଧୁକ, ଗୋଟିଏ ୯ ଏମ୍ଏମ୍ ପିସ୍ତଲ, ଅଫୁଟା ଗୁଳି, ବିସ୍ଫୋରକ ସହ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ ହୋଇଛି। ନିହତ ଦୁଇ ମାଓବାଦୀ ବିଭିନ୍ନ ହିଂସା କାଣ୍ଡରେ ଜଡିତ ଥିଲେ ।

Advertisement