Thursday, August 27, 2026
ADVERTISEMENT
Home ଆଞ୍ଚଳିକ ଗୋପାଳପୁର ବେଳାଭୂମି ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l

ଗୋପାଳପୁର ବେଳାଭୂମି ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l

34
ADVERTISEMENT

ବ୍ରହ୍ମପୁର,୩୧/୦୧(ଡ଼ି.ଏଚ ବ୍ୟୁରୋ):-ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଗଞ୍ଜାମ ଜିଲା ପାଇଁ ୪୯୨େକାଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି। ଏବଂ କହିଛନ୍ତି ଗଞ୍ଜାମ ଜିଲାର କୋଣ ଅନୁକୋଣରେ ଭରି ରହିଛି କଳା, ସଂସ୍କୃତି ଓ ନୃତ୍ୟଗୀତର ସମ୍ଭାର। ଓ ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ।

Advertisement