ଭୁବନେଶ୍ୱର ,୩୧/୦୧(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ଏମ୍ସ ହସ୍ପିଟାଲ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୃତ୍ତ । ଏବଂ ଯୁବକ ଜଣକ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାଖରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଜାରି ରଖିଛି ।

















