Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ରାୟଗଡାରେ ମୁଖ୍ୟମନ୍ତ୍ରୀ ୬୦୦କୋଟି ମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ରାୟଗଡାରେ ମୁଖ୍ୟମନ୍ତ୍ରୀ ୬୦୦କୋଟି ମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

40
ADVERTISEMENT

ରାୟଗଡା ,୦୩/୨(ଡ଼ି.ଏଚ ବ୍ୟୁରୋ):- ଦିନିକିଆ ରାୟଗଡା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬୦୦ କୋଟିରୁ ଉର୍ଦ୍ଧ୍ବଟଙ୍କା ମୂଲ୍ୟର ୧୦୯ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୨୩୮ କୋଟି ଟଙ୍କାର ୨୨ଟି ପ୍ରକଳ୍ପର ଉଦ୍ଘାଟନ ଏବଂ ୩୬୬ କୋଟିରୁ ଉର୍ଦ୍ଧ୍ବଟଙ୍କାର ୮୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

Advertisement