ମୁଖ୍ୟମନ୍ତ୍ରୀ ମୋହନ ମାଝୀ କନ୍ୟା ବିବାହ’ ଯୋଜନାର ଶୁଭାରମ୍ଭ ଶୁଭାରମ୍ଭ କରିଛନ୍ତି।

16
ADVERTISEMENT

ବ୍ରହ୍ମପୁର,୦୪।୦୨ (ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କନ୍ୟା ବିବାହ’ ଯୋଜନା ର ଶୁଭାରମ୍ଭ ଶୁଭାରମ୍ଭ କରିଛନ୍ତି। ଏବଂ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇ ଥିବାବେଳେମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳା ମାନଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ ଆମ ସରକାରଙ୍କ ପ୍ରମୁଖ ସଂକଳ୍ପ।

Advertisement