Saturday, August 15, 2026
ADVERTISEMENT
Home ଆଞ୍ଚଳିକ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ।

ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ।

33
ADVERTISEMENT

ଭୁବନେଶ୍ୱର,୦୯/୦୨(ଡ଼ି.ଏଚ ବ୍ୟୁରୋ):- ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ।ସ୍ଥାନୀୟ ମଙ୍ଗଳା ମନ୍ଦିର ଛକ ନିକଟରେ ଜଣ ଯୁବକଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କୁ କେହି ହତ୍ୟା କରି ଥିବା ସନ୍ଦେହ କରାଯାଉଛି ।ଖବର ପାଇ ସ୍ଥାନୀୟ ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତଦନ୍ତ ଜାରି ରଖିଛି ।

Advertisement