ସରକାରୀ ଅର୍ଥ ଆତ୍ମସାତ କରିବା ଅଭିଯୋଗରେ ପ୍ରଧାନ ଶିକ୍ଷକ ଜେଲ ଦଣ୍ଡରେ ଦଣ୍ଡିତ l

11
ADVERTISEMENT

କନ୍ଧମାଳ,୧୦।୦୨(ଡ଼ି.ଏଚ ବ୍ୟୁରୋ):-ସରକାରୀ ଅର୍ଥ ଆତ୍ମସାତ କରିବା ଅଭିଯୋଗରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ତୁଆକୁଲା ନୂତନ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ପ୍ରଧାନ ଶିକ୍ଷକ ରମେଶଚନ୍ଦ୍ର ନାୟକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଧ୍ରୁବ ଚରଣ ମାଝୀକୁ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ୪ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ କରିବା ସହ ୨୦ ହଜାର ଟଙ୍କା ଲେଖାଏଁ ଜୋରିମାନା କରିଛନ୍ତି।

Advertisement