ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀ ।

16
ADVERTISEMENT

ବ୍ରହ୍ମପୁର,୧୩/୦୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀ । ସେ ବେଆଇନ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରି ଟ୍ରାକ୍ଟର ମାଲିକଙ୍କୁ ୪୦ ହଜାର ଟଙ୍କା ଜରିମାନା ଲଗାଇଥିଲେ । ହେଲେ ଟ୍ରାକ୍ଟର ମାଲିକଙ୍କୁ ୩୦ ହଜାର ଟଙ୍କାର ରସିଦ ଦେଇ ୧୦ ହଜାର ଟଙ୍କା ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ ।

Advertisement