ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ବ୍ରହ୍ମପୁର ମଣ୍ଡଳ କାରଗାରକୁ ପଠାଇ ଦିଆଯାଇଛି ।

3
ADVERTISEMENT

ବ୍ରହ୍ମପୁର,୧୭/୦୨(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଏମକେସିଜି ମେଡିକାଲରୁ ଡିସଚାର୍ଜ କରାଯାଇ ପୁଣି ଥରେ ବ୍ରହ୍ମପୁର ମଣ୍ଡଳ କାରଗାରକୁ ପଠାଇ ଦିଆଯାଇଛି । ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିଲେ ମଧ୍ୟ ତାଙ୍କୁ ଜୋର ଜବରଦସ୍ତି ଡିସଚାର୍ଜ କରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Advertisement