Saturday, August 15, 2026
ADVERTISEMENT
Home ଆଞ୍ଚଳିକ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଛି।

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଛି।

31
ADVERTISEMENT

ଭୁବନେଶ୍ୱର,୨୨/୨(ଡ଼ି.ଏଚ ବ୍ୟୁରୋ):-ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଛି। ଆଜି ବିଧାନସଭାରେ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ କରିଛନ୍ତି। ୩୩ କେଜି ୬୪୮ ଗ୍ରାମ ମିଶ୍ରିତ ରୁପା ଅଳଙ୍କାର ଦାନ କରିଛନ୍ତି।

Advertisement