Friday, September 25, 2026
ADVERTISEMENT
Home ଆଞ୍ଚଳିକ ବିଜେଡି କର୍ମୀ ଦଳ ଛାଡି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ବିଜେଡି କର୍ମୀ ଦଳ ଛାଡି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

41
ADVERTISEMENT

ଭୁବନେଶ୍ୱର,୦୨/୩(ଡ଼ି.ଏଚ ବ୍ୟୁରୋ):-ଧର୍ମଶାଳା ନିର୍ବାଚନମଣ୍ଡଳୀର ୫୪ଟି ପଞ୍ଚାୟତରୁ ଶତାଧିକ ବିଜେଡି କର୍ମୀ ଦଳ ଛାଡି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ନେତା ତପନ କୁମାର ମହାନ୍ତଙ୍କ ସଭାପତିତ୍ୱରେ ଆୟୋଜିତ ମିଶ୍ରଣ ସଭାରେ ଜିଲ୍ଲା ବିଜେପି ସଭାପତି ଦେବଯାନୀ ପ୍ରଧାନ, ପୂର୍ବତନ ସାଂସଦ ରିତା ତରେଇ, ରସୁଲପୁର ବ୍ଲକ ଅଧ୍ୟକ୍ଷ ଅରୁଣ କୁମାର ରାଉତ ଓ ବରିଷ୍ଠ ବିଜେପି ନେତା ପ୍ରିୟନାଥ ମହାପାତ୍ର ଅତିଥି ଭାବେ ଯୋଗଦେଇ ଦଳରେ ସାମିଲ ହୋଇଥିବା କର୍ମୀମାନଙ୍କୁ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

Advertisement