ଭୁବନେଶ୍ୱର,୦୫ /୦୩(ଡ଼ି.ଏଚ ବ୍ୟୁରୋ):-ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଥିବାବେଳେ ଗୃହ ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡି କରାଯାଇଛି ।

















