ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ l

11
ADVERTISEMENT

କେନ୍ଦ୍ରାପଡ଼ା,୦୭/୩(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ l ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କ ପୈତୃକ ଘର ଓ ଡେରାବିଶ ଛତାଛକ ସ୍ଥିତ ଜଳ ସମ୍ପଦ କାର୍ଯ୍ୟାଳୟରେ ଚଢାଉ କରୁ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି l

Advertisement