ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି।

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି।

22
ADVERTISEMENT

ଭୁବନେଶ୍ୱର,୦୭/୩(ଡ଼ି.ଏଚ ବ୍ୟୁରୋ):-ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋରଧା ଏବଂ ପୁରୀ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି।ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Advertisement