ଆଜି ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି ଟଙ୍କା।

3
ADVERTISEMENT

ଭୁବନେଶ୍ବର,୦୮/ ୩(ଡ଼ି.ଏଚ ବ୍ୟୁରୋ):- ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ପ୍ରାୟ ୧ କୋଟି ୨ ଲକ୍ଷ ୧୨ ହଜାର ୧୬୫ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି ଟଙ୍କା। ରାଜ୍ୟ ସରକାର ୫ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

Advertisement