ବାଲେଶ୍ୱର,୧୦/୩(ଡ଼ି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ । ମୃତ ଭିଣୋଇ ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ଶାଳୀ ବାଲିଆପାଳ ଥାନା ଅଂଚଳର ସଂଯୁକ୍ତା ସାହୁ ହୋଇଥିବାବେଳେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି ।
















