Friday, October 23, 2026
ADVERTISEMENT
Home ରାଜନୀତି ଖଣ୍ଡପଡ଼ା ବିଧାନସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଂଜନ ପଟ୍ଟନାୟକ

ଖଣ୍ଡପଡ଼ା ବିଧାନସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଂଜନ ପଟ୍ଟନାୟକ

354
ADVERTISEMENT

ନୟାଗଡ,(ଦୁନିଆ ହାଲ୍ ଚାଲ୍): ରାଜ୍ୟସଭା ସାଂସଦ ତଥା ‘ସମ୍ବାଦ’ର ସଂପାଦକ ସୌମ୍ୟରଂଜନ ପଟ୍ଟନାୟକ ଆଜି ଖଣ୍ଡପଡ଼ାରୁ ଏକ ବିରାଟ ଶୋଭାଯାତ୍ରାରେ ଆସି ନୟାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଖଣ୍ଡପଡ଼ା ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି , ଜିଲ୍ଲା ପରିଷଦ ସଭ୍ୟ ରାମେଶ୍ୱର ଶତପଥୀ, ଖଣ୍ଡପଡ଼ାର ବରିଷ୍ଠ ବିଜେଡି ନେତା ଜିତେନ୍ଦ୍ର କୁମାର ରଣସିଂହ ଏବଂ ବିରଞ୍ଚି ନାରାୟଣ ପଟ୍ଟନାୟକଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ।

Advertisement