Saturday, August 15, 2026
ADVERTISEMENT
Home ଆଞ୍ଚଳିକ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିଛି।

ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିଛି।

32
ADVERTISEMENT

ଭୁବନେଶ୍ୱର ,୧୫।୦୩(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର କିଛି ଅଞ୍ଚଳରେ ଦିନ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। କାରଣ ଉତ୍ତର-ପୂର୍ବ ଉତ୍ତର ପ୍ରଦେଶ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଛତିଶଗଡ ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୧୮ ପର୍ଯ୍ୟନ୍ତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ତୋଫାନ ହୋଇପାରେ।

Advertisement