Thursday, August 20, 2026
ADVERTISEMENT
Home ଆଞ୍ଚଳିକ କଟକ ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ, ୧୦ମୃତ୍ୟୁ l

କଟକ ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ, ୧୦ମୃତ୍ୟୁ l

31
ADVERTISEMENT

କଟକ,୧୬/୦୩(ଡ଼ି.ଏଚ ବ୍ୟୁରୋ):-କଟକ ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୧୦ ଜଣକର ମୃତ୍ୟୁ ହୋଇଥିବାବେଳେ ଅନେକ ଗୁରୁତର ହୋଇଛନ୍ତି । ଏବଂ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଥିବାବେଳେ ମୃତକମାନେ ହେଲେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ୍.ଡି ନ୍ୟୁମ, ଗୌରାଙ୍ଗ ବାରିକ,ଏସ୍ କେ ଅବଦୁଲ୍ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା ଏବଂ ମେନକା ରାଉତ। ଅନ୍ୟପଟେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କରିବା ସହ ରୋଗୀଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇବା ସହ ଉତ୍ତମ ଚିକିତ୍ସା ଲାଗି ଆଶ୍ୱାସନା ଦେଇ ପୁରା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Advertisement