ବରଗଡ଼,୧୬/୦୩(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ବରପାଲିର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜୁନିଅର କ୍ଲର୍କ-କମ-ଆକାଉଣ୍ଟାଣ୍ଟ ରଜନୀକାନ୍ତ କର l ସେ ଉକ୍ତ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କଠାରୁ ବକେୟା ଦରମା ବିଲ୍ ପ୍ରସ୍ତୁତ କରିବା ପାଇଁ ୬,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।
















