କଟକ,୧୯/୦୩(ଡ଼ି.ଏଚ ବ୍ୟୁରୋ):-କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର ୪ଜଣ ଅଧିକାରୀ ଙ୍କୁ ନିଲମ୍ବନ କରିଛନ୍ତି ନିଲମ୍ବିତ ଅଧିକାରୀ ମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଂଜୀବ ବେହେରା, ଏସସିବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ଏସସିବି ସବଡ଼ିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ।

















