ବ୍ରହ୍ମପୁର ପ୍ରେମନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କ ଘରୁ ବଡ ଧରଣର ଚୋରି ।

17
ADVERTISEMENT

ବ୍ରହ୍ମପୁର,୨୬।୦୩(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ପ୍ରେମନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କ ଘରୁ ବଡ ଧରଣର ଚୋରି । ବ୍ୟବସାୟୀ ଜଣଙ୍କ ମର୍ଣ୍ଣି॰ୱାକରେ ଯାଇଥିବା ବେଳେ କିଛି ଦୃବୁତ ତାଙ୍କ ଘରେ ପଶି ପ୍ରାୟ ୧କେଜି ଓଜନର ସୁନା ଅଳଙ୍କାର ଏବଂ ନଗଦ ଲକ୍ଷାଧିକ ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଖବରପାଇ ବଡବଜାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Advertisement