Thursday, August 13, 2026
ADVERTISEMENT
Home ଆଞ୍ଚଳିକ ଭୁବନେଶ୍ୱର ତମାଣ୍ଡୋ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣଦୁଷ୍କର୍ମ ।

ଭୁବନେଶ୍ୱର ତମାଣ୍ଡୋ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣଦୁଷ୍କର୍ମ ।

28
ADVERTISEMENT

ଭୁବନେଶ୍ବର,୩୧।୩(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀ ତମାଣ୍ଡୋ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ଷ୍ଟେସନରେ ଛାଡି ଦେବାକୁ କହି ୨ ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ବେଳେ ପୁଲିସ ୨ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି। ଏବଂ ପୀଡିତା ଜଣକ ପଶ୍ଚିମବଙ୍ଗର ହୋଇଥିବା ବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Advertisement