ଆଞ୍ଚଳିକରାଜ୍ୟ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ୍। By Dunia Halchal - April 4, 2026 13 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୪।୪(ଡ଼ି.ଏଚ ବ୍ୟୁରୋ):- ରାଜ୍ୟରେ ବଢୁଥିବା ଖରା ଓ ଗରମକୁ ଦେଖି ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ୍। ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଚାଲିବ ସ୍କୁଲ୍। ଖରା ଛୁଟି ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ନେଇ ସମସ୍ତଙ୍କ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଥିଲା ଗଣଶିକ୍ଷା ବିଭାଗ। Advertisement