ବଜ୍ରପାତ ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ମହିଳା ଗୁରୁତର l

15
ADVERTISEMENT

କଳାହାଣ୍ଡି,୦୬।୪(ଡ଼ି.ଏଚ ବ୍ୟୁରୋ):-କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରେ ବଜ୍ରପାତ ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ଘଟି ଥିବାବେଳେ ଅନ୍ୟ ୩ ମହିଳା ଗୁରୁତର ହୋଇ ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି l ସେମାନେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ ବଜ୍ରପାତ ହୋଇଥିଲା lଏବଂ ମୃତ ମହିଳାଙ୍କ ନାମ ସଞ୍ଚିତା ବିଶ୍ୱାଳ ବୋଲି ସୂଚନା l

Advertisement