ଜାତୀୟ ଶେଷରେ ପଛକୁ ହଟିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। By Dunia Halchal - April 8, 2026 12 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୦୮।୪(ଡ଼ି.ଏଚ ବ୍ୟୁରୋ):-ଇରାନର ତେହରାନ ଉପରେ ଭୟଙ୍କର ଆକ୍ରମଣ କରିବାକୁ ଧମକ ଦେବାର କିଛି ଘଣ୍ଟା ପରେ ପଛକୁ ହଟିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଶେଷରେ ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହୋଇଛନ୍ତି ଆମେରିକା- ଇରାନ । Advertisement